Psalms 102:4 — Compare Translations

5 translations compared side by side

Odia - 1840
"ମାରେ ଶକ୍ତିସବୁ ଶଷେ ହାଇୟୋଇଛି। ମୁଁ ୟପରେି ଶୁଖିଲା ତୃଣପରି। ଏପରିକି ମୁଁ ଖାଇବା ପାଇଁ କ୍ଷୁଧା ହରଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ହୃଦୟ ତୃଣ ପରି ଉତ୍ତାପିତ ଓ ଶୁଷ୍କ ହୋଇଅଛି, ମୁଁ ଆପଣା ଆହାର ଭୋଜନ କରିବାକୁ ପାସୋରି ଯାଏ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଶକ୍ତିସବୁ ଶେଷ ହୋଇଯାଇଛି। ମୁଁ ଯେପରି ଶୁଖିଲା ତୃଣପରି। ଏପରିକି ମୁଁ ଖାଇବା ପାଇଁ କ୍ଷୁଧା ହରେଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ହୃଦୟ ତୃଣ ପରି ଉତ୍ତାପିତ ଓ ଶୁଷ୍କ ହୋଇଅଛି, ମୁଁ ଆପଣା ଆହାର ଭୋଜନ କରିବାକୁ ପାସୋରି ଯାଏ।
Odia IRV 2017 (ଓଡିଆ ବାଇବେଲ)
ମୋହର ହୃଦୟ ତୃଣ ପରି ଉତ୍ତାପିତ ଓ ଶୁଷ୍କ ହୋଇଅଛି, ମୁଁ ଆପଣା ଆହାର ଭୋଜନ କରିବାକୁ ପାସୋରି ଯାଏ।