Psalms 102:5 — Compare Translations
5 translations compared side by side
Odia - 1840
"ମାରେ ଦୁଃଖ ସକାଶୁ ବର୍ତ୍ତମାନ ମୁଁ ଖାଲି ଚର୍ମ ଏବଂ ଅସ୍ଥି ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ହାହାକାର ଶଦ୍ଦ ସକାଶୁ ମୋʼ ଅସ୍ଥିସବୁ ମୋʼ ମାଂସରେ ଲାଗି ରହେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଦୁଃଖ ସକାଶୁ ବର୍ତ୍ତମାନ ମୁଁ ଖାଲି ଚର୍ମ ଏବଂ ଅସ୍ଥି ହୋଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ହାହାକାର ଶବ୍ଦ ସକାଶୁ ମୋʼ ଅସ୍ଥିସବୁ ମୋʼ ମାଂସରେ ଲାଗି ରହେ।
Odia IRV 2017 (ଓଡିଆ ବାଇବେଲ)
ମୋହର ହାହାକାର ଶବ୍ଦ ସକାଶୁ ମୋ’ ଅସ୍ଥିସବୁ ମୋ’ ମାଂସରେ ଲାଗି ରହେ।