Psalms 102:6 — Compare Translations

5 translations compared side by side

Odia - 1840
"ମୁଁ ମରୁଭୂମିର ଏକାକୀ ପଚୋ ପରି, ମୁଁ ଏକ ପଚୋପରି ନିଃସଙ୍ଗ ୟିଏକି ଏକ ପୁରୁଣା ଧ୍ବଂସିତ ପରିତ୍ଯକ୍ତ କୋଠାରେ ବାସ କରୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ପ୍ରାନ୍ତରସ୍ଥ ପାଣିଭେଳା ପକ୍ଷୀର ତୁଲ୍ୟ; ମୁଁ ନରଶୂନ୍ୟ ସ୍ଥାନର ପେଚା ପରି ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ମରୁଭୂମିର ଏକାକୀ ପେଗ୍ଭ ପରି, ମୁଁ ଏକ ପେଗ୍ଭ ପରି ନିଃସଙ୍ଗ ଯିଏକି ଏକ ପୁରୁଣା ଧ୍ୱଂସିତ ପରିତ୍ୟକ୍ତ କୋଠାରେ ବାସ କରୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ପ୍ରାନ୍ତରସ୍ଥ ପାଣିଭେଳା ପକ୍ଷୀର ତୁଲ୍ୟ; ମୁଁ ନରଶୂନ୍ୟ ସ୍ଥାନର ପେଚା ପରି ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ମୁଁ ପ୍ରାନ୍ତରସ୍ଥ ପାଣିଭେଳା ପକ୍ଷୀର ତୁଲ୍ୟ; ମୁଁ ନରଶୂନ୍ୟ ସ୍ଥାନର ପେଚା ପରି ହୋଇଅଛି।