Psalms 102:8 — Compare Translations

5 translations compared side by side

Odia - 1840
"ମାରେ ଶତ୍ରୁଗଣ ମାେତେ ସର୍ବଦା ଅପମାନିତ କରନ୍ତି। ମାେତେ ସମାନେେ ପରିହାସ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ଶତ୍ରୁମାନେ ଦିନଯାକ ମୋତେ ନିନ୍ଦା କରନ୍ତି; ମୋʼ ବିରୁଦ୍ଧରେ ରାଗାନ୍ଧ ଲୋକମାନେ ମୋʼ ନାମ ନେଇ ଶାପ ଦିଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଶତ୍ରୁଗଣ ମୋତେ ସର୍ବଦା ଅପମାନିତ କରନ୍ତି। ମୋତେ ସେମାନେ ପରିହାସ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ଶତ୍ରୁମାନେ ସାରାଦିନ ମୋତେ ନିନ୍ଦା କରନ୍ତି; ମୋʼ ବିରୁଦ୍ଧରେ କ୍ରୋଧାନ୍ୱିତ ଲୋକମାନେ ମୋʼ ନାମ ନେଇ ଅଭିଶାପ ଦିଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୋ’ ଶତ୍ରୁମାନେ ସାରାଦିନ ମୋତେ ନିନ୍ଦା କରନ୍ତି; ମୋ’ ବିରୁଦ୍ଧରେ କ୍ରୋଧାନ୍ୱିତ ଲୋକମାନେ ମୋ’ ନାମ ନେଇ ଅଭିଶାପ ଦିଅନ୍ତି।