Psalms 102:9 — Compare Translations
5 translations compared side by side
Odia - 1840
"ମାରେ ଦୁଃଖ ହିଁ ଏକମାତ୍ର ଭୋଜନ। ମାରେ ପଯେଦ୍ରବ୍ଯ ଅଶ୍ରୁଜଳ ସଙ୍ଗେ ମିଶିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୁଁ ଅନ୍ନ ପରି ଭସ୍ମ ଭୋଜନ କରିଅଛି ଓ ମୋହର ପେୟଦ୍ରବ୍ୟ ନେତ୍ରଜଳ ସଙ୍ଗେ ମିଶାଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଦୁଃଖ ହିଁ ଏକମାତ୍ର ଭୋଜନ। ମୋର ପେୟଦ୍ରବ୍ୟ ଅଶ୍ରୁଜଳ ସଙ୍ଗେ ମିଶିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୁଁ ଅନ୍ନ ପରି ଭସ୍ମ ଭୋଜନ କରିଅଛି ଓ ମୋହର ପେୟଦ୍ରବ୍ୟ ନେତ୍ରଜଳ ସଙ୍ଗେ ମିଶାଇଅଛି।
Odia IRV 2017 (ଓଡିଆ ବାଇବେଲ)
କାରଣ ମୁଁ ଅନ୍ନ ପରି ଭସ୍ମ ଭୋଜନ କରିଅଛି ଓ ମୋହର ପେୟଦ୍ରବ୍ୟ ନେତ୍ରଜଳ ସଙ୍ଗେ ମିଶାଇଅଛି।