Psalms 103:1 — Compare Translations
5 translations compared side by side
Odia - 1840
"ହେ ମାରେ ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର! ହେ ମାରେ ସବୁ ଅଙ୍ଗପ୍ରତ୍ଯଙ୍ଗ, ତାଙ୍କ ପବିତ୍ର ନାମର ପ୍ରଶଂସା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାଉଦଙ୍କର ଗୀତ । ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ମୋହର ଅନ୍ତରସ୍ଥସମସ୍ତ, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କର ଏକ ଗୀତ। ହେ ମୋର ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର! ହେ ମୋର ସବୁ ଅଙ୍ଗପ୍ରତ୍ୟଙ୍ଗ, ତାଙ୍କ ପବିତ୍ର ନାମର ପ୍ରଶଂସା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ମୋହର ଅନ୍ତରସ୍ଥ ସମସ୍ତ, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ମୋହର ଅନ୍ତରସ୍ଥ ସମସ୍ତ, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର।