Psalms 103:10 — Compare Translations
5 translations compared side by side
Odia - 1840
"ଆମ୍ଭେ ପରମେଶ୍ବରଙ୍କ ବିରୁଦ୍ଧରେ ପାପ କରିଅଛୁ। କିନ୍ତୁ ସେ ଆମ୍ଭକୁ ଦଣ୍ଡ ଦଇେ ନାହାନ୍ତି, ୟାହା ଆମ୍ଭେ ପାଇବା କଥା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆମ୍ଭମାନଙ୍କ ପାପ ପ୍ରମାଣେ ଆମ୍ଭମାନଙ୍କ ପ୍ରତି ବ୍ୟବହାର କରି ନାହାନ୍ତି, କିଅବା ଆମ୍ଭମାନଙ୍କ ଅଧର୍ମାନୁସାରେ ଆମ୍ଭମାନଙ୍କୁ ପ୍ରତିଫଳ ଦେଇ ନାହାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିଅଛୁ। କିନ୍ତୁ ସେ ଆମ୍ଭକୁ ଦଣ୍ଡ ଦେଇ ନାହାନ୍ତି, ଯାହା ଆମ୍ଭେ ପାଇବା କଥା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆମ୍ଭମାନଙ୍କ ପାପ ପ୍ରମାଣେ ଆମ୍ଭମାନଙ୍କ ପ୍ରତି ବ୍ୟବହାର କରି ନାହାନ୍ତି, କିଅବା ଆମ୍ଭମାନଙ୍କ ଅଧର୍ମାନୁସାରେ ଆମ୍ଭମାନଙ୍କୁ ପ୍ରତିଫଳ ଦେଇ ନାହାନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ଆମ୍ଭମାନଙ୍କ ପାପ ପ୍ରମାଣେ ଆମ୍ଭମାନଙ୍କ ପ୍ରତି ବ୍ୟବହାର କରି ନାହାନ୍ତି, କିଅବା ଆମ୍ଭମାନଙ୍କ ଅଧର୍ମାନୁସାରେ ଆମ୍ଭମାନଙ୍କୁ ପ୍ରତିଫଳ ଦେଇ ନାହାନ୍ତି।