Psalms 103:11 — Compare Translations

5 translations compared side by side

Odia - 1840
"ପୃଥିବୀରୁ ଆକାଶମଣ୍ଡଳ ୟପରେି ଉଚ୍ଚ ସହେିପରି ତାଙ୍କର ସମ୍ମାନକାରୀଙ୍କ ପ୍ରତି ତାଙ୍କର ପ୍ରମେ ମହାନ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପୃଥିବୀରୁ ଆକାଶମଣ୍ତଳ ଯେପରି ଉଚ୍ଚ, ସେପରି ତାହାଙ୍କ ଭୟକାରୀମାନଙ୍କ ପ୍ରତି ତାହାଙ୍କ ଦୟା ମହତ ।
Odia Bible ERV 2004 (ପବିତ୍ର ବାଇବଲ)
ପୃଥିବୀରୁ ଆକାଶମଣ୍ଡଳ ଯେପରି ଉଚ୍ଚ ସେହିପରି ତାଙ୍କର ସମ୍ମାନକାରୀଙ୍କ ପ୍ରତି ତାଙ୍କର ପ୍ରେମ ମହାନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପୃଥିବୀରୁ ଆକାଶମଣ୍ଡଳ ଯେପରି ଉଚ୍ଚ, ସେପରି ତାହାଙ୍କ ଭୟକାରୀମାନଙ୍କ ପ୍ରତି ତାହାଙ୍କ ଦୟା ମହତ।
Odia IRV 2017 (ଓଡିଆ ବାଇବେଲ)
କାରଣ ପୃଥିବୀରୁ ଆକାଶମଣ୍ଡଳ ଯେପରି ଉଚ୍ଚ, ସେପରି ତାହାଙ୍କ ଭୟକାରୀମାନଙ୍କ ପ୍ରତି ତାହାଙ୍କ ଦୟା ମହତ।