Psalms 103:12 — Compare Translations

5 translations compared side by side

Odia - 1840
"ପୂର୍ବରୁ ପଶ୍ଚିମ ୟତେେ ଦୂର, ପରମେଶ୍ବର ଆମ୍ଭମାନଙ୍କଠାରୁ ଆମ୍ଭମାନଙ୍କ ପାପ ସତେିକି ଦୂରଇେ ନଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୂର୍ବରୁ ପଶ୍ଚିମ ଯେତେ ଦୂର, ସେ ଆମ୍ଭମାନଙ୍କ-ଠାରୁ ଆମ୍ଭମାନଙ୍କ ଅପରାଧ ସେତେ ଦୂର କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପୂର୍ବରୁ ପଶ୍ଚିମ ଯେତେ ଦୂର, ପରମେଶ୍ୱର ଆମ୍ଭମାନଙ୍କଠାରୁ ଆମ୍ଭମାନଙ୍କ ପାପ ସେତିକି ଦୂରେଇ ନେଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୂର୍ବରୁ ପଶ୍ଚିମ ଯେତେ ଦୂର, ସେ ଆମ୍ଭମାନଙ୍କଠାରୁ ଆମ୍ଭମାନଙ୍କ ଅପରାଧ ସେତେ ଦୂର କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୂର୍ବରୁ ପଶ୍ଚିମ ଯେତେ ଦୂର, ସେ ଆମ୍ଭମାନଙ୍କଠାରୁ ଆମ୍ଭମାନଙ୍କ ଅପରାଧ ସେତେ ଦୂର କରିଅଛନ୍ତି।