Psalms 103:13 — Compare Translations

5 translations compared side by side

Odia - 1840
"ୟପରେି ଜଣେ ପିତା ତା'ର ସନ୍ତାନ ପ୍ରତି ପ୍ରମେ କରେ, ସଦାପ୍ରଭୁ ତାଙ୍କର ଅନୁସରଣକାରୀମାନଙ୍କ ପ୍ରତି ସପରେି ଦୟା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପିତା ଆପଣା ସନ୍ତାନଗଣ ପ୍ରତି ଯେରୂପ ସ୍ନେହ ବହଇ, ସଦାପ୍ରଭୁ ଆପଣା ଭୟକାରୀମାନଙ୍କ ପ୍ରତି ସେରୂପ ସ୍ନେହ ବହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯେପରି ଜଣେ ପିତା ତା’ର ସନ୍ତାନ ପ୍ରତି ପ୍ରେମ କରେ, ସଦାପ୍ରଭୁ ତାଙ୍କର ଅନୁସରଣକାରୀମାନଙ୍କ ପ୍ରତି ସେପରି ଦୟା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପିତା ଆପଣା ସନ୍ତାନଗଣ ପ୍ରତି ଯେରୂପ ସ୍ନେହ ବହଇ, ସଦାପ୍ରଭୁ ଆପଣା ଭୟକାରୀମାନଙ୍କ ପ୍ରତି ସେରୂପ ସ୍ନେହ ବହନ୍ତି।
Odia IRV 2017 (ଓଡିଆ ବାଇବେଲ)
ପିତା ଆପଣା ସନ୍ତାନଗଣ ପ୍ରତି ଯେରୂପ ସ୍ନେହ ବହଇ, ସଦାପ୍ରଭୁ ଆପଣା ଭୟକାରୀମାନଙ୍କ ପ୍ରତି ସେରୂପ ସ୍ନେହ ବହନ୍ତି।