Psalms 103:14 — Compare Translations

5 translations compared side by side

Odia - 1840
"ପରମେଶ୍ବର ଜାଣନ୍ତି, କିପରି ଆମ୍ଭେ ତିଆରି ହେଲୁ। ପରମେଶ୍ବର ମନେପକାନ୍ତି ଆମ୍ଭେ ଧୂଳିରୁ ସୃଷ୍ଟି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ ଆମ୍ଭମାନଙ୍କର ଗଠନ ଜାଣନ୍ତି; ଆମ୍ଭେମାନେ ସେ ଧୂଳିମାତ୍ର, ଏହା ସେ ସ୍ମରଣ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଜାଣନ୍ତି, କିପରି ଆମ୍ଭେ ତିଆରି ହେଲୁ। ପରମେଶ୍ୱର ମନେପକାନ୍ତି ଆମ୍ଭେ ଧୂଳିରୁ ସୃଷ୍ଟି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ ଆମ୍ଭମାନଙ୍କର ଗଠନ ଜାଣନ୍ତି; ଆମ୍ଭେମାନେ ଯେ ଧୂଳିମାତ୍ର, ଏହା ସେ ସ୍ମରଣ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ସେ ଆମ୍ଭମାନଙ୍କର ଗଠନ ଜାଣନ୍ତି; ଆମ୍ଭେମାନେ ଯେ ଧୂଳିମାତ୍ର, ଏହା ସେ ସ୍ମରଣ କରନ୍ତି।