Psalms 103:15 — Compare Translations
5 translations compared side by side
Odia - 1840
"ମଣିଷ ଜୀବନ ଘାସପରି। ସମାନେେ ଜଙ୍ଗଲି ଫୁଲ ପରି, ୟାହାକି ଶୀଘ୍ର ବଢ଼ନ୍ତି ଏବଂ ସୌନ୍ଦର୍ୟ୍ଯ ଦିଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମର୍ତ୍ତ୍ୟର ଦିନ ତୃଣ ତୁଲ୍ୟ; ଯେପରି କ୍ଷେତ୍ରର ଫୁଲ, ସେପରି ସେ ପ୍ରଫୁଲ୍ଲ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ମଣିଷ ଜୀବନ ଘାସପରି। ସେମାନେ ଜଙ୍ଗଲି ଫୁଲ ପରି, ଯାହାକି ଶୀଘ୍ର ବଢ଼ନ୍ତି ଏବଂ ସୌନ୍ଦର୍ଯ୍ୟ ଦିଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମର୍ତ୍ତ୍ୟର ଦିନ ତୃଣ ତୁଲ୍ୟ; ଯେପରି କ୍ଷେତ୍ରର ଫୁଲ, ସେପରି ସେ ପ୍ରଫୁଲ୍ଲ ହୁଏ।
Odia IRV 2017 (ଓଡିଆ ବାଇବେଲ)
ମର୍ତ୍ତ୍ୟର ଦିନ ତୃଣ ତୁଲ୍ୟ; ଯେପରି କ୍ଷେତ୍ରର ଫୁଲ, ସେପରି ସେ ପ୍ରଫୁଲ୍ଲ ହୁଏ।