Psalms 103:16 — Compare Translations

5 translations compared side by side

Odia - 1840
"କିନ୍ତୁ ଯେତବେେଳେ ଗରମ ପବନ ବ ହେ, ଏହା ମରିୟାଏ। ହଠାତ୍ ତୁମ୍ଭେ କହିପାରିବ ନାହିଁ କେଉଁଠାରେ ଫୁଲ ଫୁଟିଥିଲା ବୋଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ଉପରେ ବାୟୁ ବହିଲେ, ତାହା ନ ଥାଏ, ପୁଣି ତହିଁର ସ୍ଥାନ ଆଉ ତାହାର ପରିଚୟ ପାଇବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯେତେବେଳେ ଗରମ ପବନ ବହେ, ଏହା ମରିଯାଏ। ହଠାତ୍ ତୁମ୍ଭେ କହିପାରିବ ନାହିଁ କେଉଁଠାରେ ଫୁଲ ଫୁଟିଥିଲା ବୋଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ଉପରେ ବାୟୁ ବହିଲେ, ତାହା ନ ଥାଏ, ପୁଣି, ତହିଁର ସ୍ଥାନ ଆଉ ତାହାର ପରିଚୟ ପାଇବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହିଁ ଉପରେ ବାୟୁ ବହିଲେ, ତାହା ନ ଥାଏ, ପୁଣି, ତହିଁର ସ୍ଥାନ ଆଉ ତାହାର ପରିଚୟ ପାଇବ ନାହିଁ।