Psalms 103:17 — Compare Translations
5 translations compared side by side
Odia - 1840
"କିନ୍ତୁ ସଦାପ୍ରଭୁ ସର୍ବଦା ତାଙ୍କର ସମ୍ମାନକାରୀମାନଙ୍କୁ ପ୍ରମେ କରନ୍ତି, ତାଙ୍କର ସହେି ସ୍ନହେ ଅନାଦିକାଳରୁ ଅନନ୍ତକାଳ ଲାଗି ରହିଥାଏ। ପରମେଶ୍ବର ସମାନଙ୍କେୁ ଓ ସମାନଙ୍କେର ସନ୍ତାନ ସନ୍ତତି ପ୍ରତି ମଙ୍ଗଳ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସଦାପ୍ରଭୁଙ୍କ ଦୟା ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଆପଣା ଭୟକାରୀମାନଙ୍କ ପ୍ରତି ଥାଏ ଓ ଯେଉଁମାନେ ତାହାଙ୍କର ନିୟମ ରକ୍ଷା କରନ୍ତି,
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସଦାପ୍ରଭୁ ସର୍ବଦା ତାଙ୍କର ସମ୍ମାନକାରୀମାନଙ୍କୁ ପ୍ରେମ କରନ୍ତି, ତାଙ୍କର ସେହି ସ୍ନେହ ଅନାଦିକାଳରୁ ଅନନ୍ତକାଳ ଲାଗି ରହିଥାଏ। ପରମେଶ୍ୱର ସେମାନଙ୍କୁ ଓ ସେମାନଙ୍କର ସନ୍ତାନ ସନ୍ତତି ପ୍ରତି ମଙ୍ଗଳ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସଦାପ୍ରଭୁଙ୍କ ଦୟା ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଆପଣା ଭୟକାରୀମାନଙ୍କ ପ୍ରତି ଥାଏ ଓ ଯେଉଁମାନେ ତାହାଙ୍କର ନିୟମ ରକ୍ଷା କରନ୍ତି,
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସଦାପ୍ରଭୁଙ୍କ ଦୟା ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଆପଣା ଭୟକାରୀମାନଙ୍କ ପ୍ରତି ଥାଏ ଓ ଯେଉଁମାନେ ତାହାଙ୍କର ନିୟମ ରକ୍ଷା କରନ୍ତି,