Psalms 103:18 — Compare Translations

5 translations compared side by side

Odia - 1840
"ଯେଉଁମାନେ ତାଙ୍କର ନିଯମ ମାନନ୍ତି ଏବଂ ତାଙ୍କର ନିର୍ଦ୍ଦେଶରେ ଚାଲନ୍ତି, ସହେିମାନଙ୍କ ପ୍ରତି ପରମେଶ୍ବର ଉତ୍ତମ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପାଳନାର୍ଥେ ତାହାଙ୍କ ବିଧିସବୁ ସ୍ମରଣ କରନ୍ତି, ସେମାନଙ୍କ ପ୍ରତି ତାହାଙ୍କର ଧର୍ମ ପୁତ୍ରପୌତ୍ରାଦିକ୍ରମେ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ତାଙ୍କର ନିୟମ ମାନନ୍ତି ଏବଂ ତାଙ୍କର ନିର୍ଦ୍ଦେଶରେ ଗ୍ଭଲନ୍ତି, ସେହିମାନଙ୍କ ପ୍ରତି ପରମେଶ୍ୱର ଉତ୍ତମ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପାଳନାର୍ଥେ ତାହାଙ୍କ ନିୟମସବୁ ସ୍ମରଣ କରନ୍ତି, ସେମାନଙ୍କ ପ୍ରତି ତାହାଙ୍କର ଧର୍ମ ପୁତ୍ରପୌତ୍ରାଦିକ୍ରମେ ଥାଏ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପାଳନାର୍ଥେ ତାହାଙ୍କ ନିୟମସବୁ ସ୍ମରଣ କରନ୍ତି, ସେମାନଙ୍କ ପ୍ରତି ତାହାଙ୍କର ଧର୍ମ ପୁତ୍ରପୌତ୍ରାଦିକ୍ରମେ ଥାଏ।