Psalms 103:19 — Compare Translations

5 translations compared side by side

Odia - 1840
"ପରମେଶ୍ବରଙ୍କ ସିଂହାସନ ସ୍ବର୍ଗରେ ଅଛି ଏବଂ ସେ ସବୁଆଡ଼େ ଶାସନ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ସ୍ଵର୍ଗରେ ଆପଣା ସିଂହାସନ ସ୍ଥାପନ କରିଅଛନ୍ତି; ପୁଣି, ତାହାଙ୍କ ରାଜ୍ୟ ସମସ୍ତଙ୍କ ଉପରେ କର୍ତ୍ତୃତ୍ଵ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ସିଂହାସନ ସ୍ୱର୍ଗରେ ଅଛି ଏବଂ ସେ ସବୁଆଡ଼େ ଶାସନ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ସ୍ୱର୍ଗରେ ଆପଣା ସିଂହାସନ ସ୍ଥାପନ କରିଅଛନ୍ତି; ପୁଣି, ତାହାଙ୍କ ରାଜ୍ୟ ସମସ୍ତଙ୍କ ଉପରେ କର୍ତ୍ତୃତ୍ୱ କରେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ସ୍ୱର୍ଗରେ ଆପଣା ସିଂହାସନ ସ୍ଥାପନ କରିଅଛନ୍ତି; ପୁଣି, ତାହାଙ୍କ ରାଜ୍ୟ ସମସ୍ତଙ୍କ ଉପରେ କର୍ତ୍ତୃତ୍ୱ କରେ।