Psalms 103:2 — Compare Translations

5 translations compared side by side

Odia - 1840
"ହେ ମାରେ ପ୍ରାଣ, ସଦାପ୍ରଭୁଙ୍କ ପ୍ରଶଂସା କର। ତାଙ୍କର ମଙ୍ଗଳଦାନସବୁ ପାଶାରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ମନ ସଦାପ୍ରଭୁଙ୍କର ଧନ୍ୟବାଦ କର ଓ ତାହାଙ୍କର ମଙ୍ଗଳଦାନସବୁ ପାସୋର ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ହେ ମୋର ପ୍ରାଣ, ସଦାପ୍ରଭୁଙ୍କ ପ୍ରଶଂସା କର। ତାଙ୍କର ମଙ୍ଗଳଦାନସବୁ ପାଶୋର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର ଓ ତାହାଙ୍କର ମଙ୍ଗଳଦାନସବୁ ପାସୋର ନାହିଁ;
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର ଓ ତାହାଙ୍କର ମଙ୍ଗଳଦାନସବୁ ପାସୋର ନାହିଁ;