Psalms 103:20 — Compare Translations
5 translations compared side by side
Odia - 1840
"ହେ ଦୂତଗଣ, ସଦାପ୍ରଭୁଙ୍କର ପ୍ରଶଂସା କର! ତୁମ୍ଭମାନେେ ହିଁ ସଦାପ୍ରଭୁଙ୍କର ଶକ୍ତିଶାଳୀ ସୈନ୍ଯ ଯେଉଁମାନେ ପରମେଶ୍ବରଙ୍କର ଆଦେଶ ମାନନ୍ତି ଓ ସେ ୟାହା କହନ୍ତି, ତାଙ୍କର ବାକ୍ଯଗୁଡ଼ିକ ପାଳନ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୁଙ୍କ ବାକ୍ୟସାଧକ ଓ ତାହାଙ୍କ ବାକ୍ୟର ରବ ଶ୍ରବଣକାରୀ, ବଳରେ ପରାକ୍ରା; ଦୂତଗଣ, ତୁମ୍ଭେମାନେ ତାହାଙ୍କର ଧନ୍ୟବାଦ କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଦୂତଗଣ, ସଦାପ୍ରଭୁଙ୍କର ପ୍ରଶଂସା କର! ତୁମ୍ଭେମାନେ ହିଁ ସଦାପ୍ରଭୁଙ୍କର ଶକ୍ତିଶାଳୀ ସୈନ୍ୟ ଯେଉଁମାନେ ପରମେଶ୍ୱରଙ୍କର ଆଦେଶ ମାନନ୍ତି ଓ ସେ ଯାହା କହନ୍ତି, ତାଙ୍କର ବାକ୍ୟଗୁଡ଼ିକ ପାଳନ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୁଙ୍କ ବାକ୍ୟସାଧକ ଓ ତାହାଙ୍କ ବାକ୍ୟର ରବ ଶ୍ରବଣକାରୀ, ବଳରେ ପରାକ୍ରାନ୍ତ ଦୂତଗଣ, ତୁମ୍ଭେମାନେ ତାହାଙ୍କର ଧନ୍ୟବାଦ କର।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁଙ୍କ ବାକ୍ୟସାଧକ ଓ ତାହାଙ୍କ ବାକ୍ୟର ରବ ଶ୍ରବଣକାରୀ, ବଳରେ ପରାକ୍ରାନ୍ତ ଦୂତଗଣ, ତୁମ୍ଭେମାନେ ତାହାଙ୍କର ଧନ୍ୟବାଦ କର।