Psalms 103:21 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁଙ୍କର ସୈନ୍ଯସକଳ, ତୁମ୍ଭମାନେେ ତାଙ୍କର ଧନ୍ଯବାଦ କର। ତୁମ୍ଭମାନେେ ତାଙ୍କର ସବେକ ଅଟ। ସଦାପ୍ରଭୁ ୟାହା ଚାହାଁନ୍ତି ତୁମ୍ଭମାନେେ ତାହା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୁଙ୍କର ପରିଚାରକ ଓ ତାହାଙ୍କ ଅଭିମତସାଧକ ସୈନ୍ୟସକଳ, ତୁମ୍ଭେମାନେ ତାହାଙ୍କର ଧନ୍ୟବାଦ କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁଙ୍କର ସୈନ୍ୟସକଳ, ତୁମ୍ଭେମାନେ ତାଙ୍କର ଧନ୍ୟବାଦ କର। ତୁମ୍ଭେମାନେ ତାଙ୍କର ସେବକ ଅଟ। ସଦାପ୍ରଭୁ ଯାହା ଗ୍ଭହାନ୍ତି ତୁମ୍ଭେମାନେ ତାହା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୁଙ୍କର ପରିଚାରକ ଓ ତାହାଙ୍କ ଅଭିମତସାଧକ ସୈନ୍ୟ ସକଳ, ତୁମ୍ଭେମାନେ ତାହାଙ୍କର ଧନ୍ୟବାଦ କର।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁଙ୍କର ପରିଚାରକ ଓ ତାହାଙ୍କ ଅଭିମତସାଧକ ସୈନ୍ୟ ସକଳ, ତୁମ୍ଭେମାନେ ତାହାଙ୍କର ଧନ୍ୟବାଦ କର।