Psalms 103:22 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁଙ୍କ ହସ୍ତକୃତ ସୃଷ୍ଟିସକଳ ଓ ରାଜ୍ଯର ସର୍ବତ୍ର, ସମସ୍ତେ ତାଙ୍କର ପ୍ରଶଂସା କର। ହେ ମାରେ ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୁଙ୍କ ହସ୍ତକୃତ କର୍ମସକଳ, ତୁମ୍ଭେମାନେ ତାହାଙ୍କ ରାଜ୍ୟର ସର୍ବତ୍ର ତାହାଙ୍କର ଧନ୍ୟବାଦ କର; ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁଙ୍କ ହସ୍ତକୃତ ସୃଷ୍ଟିସକଳ ଓ ରାଜ୍ୟର ସର୍ବତ୍ର, ସମସ୍ତେ ତାଙ୍କର ପ୍ରଶଂସା କର। ହେ ମୋର ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୁଙ୍କ ହସ୍ତକୃତ କର୍ମସକଳ, ତୁମ୍ଭେମାନେ ତାହାଙ୍କ ରାଜ୍ୟର ସର୍ବତ୍ର ତାହାଙ୍କର ଧନ୍ୟବାଦ କର; ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁଙ୍କ ହସ୍ତକୃତ କର୍ମସକଳ, ତୁମ୍ଭେମାନେ ତାହାଙ୍କ ରାଜ୍ୟର ସର୍ବତ୍ର ତାହାଙ୍କର ଧନ୍ୟବାଦ କର; ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର।