Psalms 103:3 — Compare Translations

5 translations compared side by side

Odia - 1840
"ହେ ମାରେ ପ୍ରାଣ, ସଦାପ୍ରଭୁ ତୁମ୍ଭର ସମସ୍ତ ପାପଗୁଡ଼ିକ କ୍ଷମା କରନ୍ତି। ସେ ତୁମ୍ଭର ରୋଗସବୁ ସୁସ୍ଥ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ତୁମ୍ଭର ଅଧର୍ମସବୁ କ୍ଷମା କରନ୍ତି; ସେ ତୁମ୍ଭର ରୋଗସବୁ ସୁସ୍ଥ କରନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ହେ ମୋର ପ୍ରାଣ, ସଦାପ୍ରଭୁ ତୁମ୍ଭର ସମସ୍ତ ପାପଗୁଡ଼ିକ କ୍ଷମା କରନ୍ତି। ସେ ତୁମ୍ଭର ରୋଗସବୁ ସୁସ୍ଥ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ତୁମ୍ଭର ଅଧର୍ମସବୁ କ୍ଷମା କରନ୍ତି; ସେ ତୁମ୍ଭର ରୋଗସବୁ ସୁସ୍ଥ କରନ୍ତି;
Odia IRV 2017 (ଓଡିଆ ବାଇବେଲ)
ସେ ତୁମ୍ଭର ଅଧର୍ମସବୁ କ୍ଷମା କରନ୍ତି; ସେ ତୁମ୍ଭର ରୋଗସବୁ ସୁସ୍ଥ କରନ୍ତି;