Psalms 103:4 — Compare Translations

5 translations compared side by side

Odia - 1840
"ପରମେଶ୍ବର ବିନାଶରୁ ମାେତେ ମୁକ୍ତ କରନ୍ତି। ସେ ମାେତେ ସ୍ନହପେୂର୍ଣ୍ଣ କରୁଣା ଏବଂ ଦୟା ଦଖାେନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ବିନାଶରୁ ତୁମ୍ଭ ଜୀବନ ମୁକ୍ତ କରନ୍ତି; ସେ ସ୍ନେହପୂର୍ଣ୍ଣ କରୁଣା ଓ ଦୟାରୂପ ମୁକୁଟରେ ତୁମ୍ଭକୁ ଭୂଷିତ କରନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ବିନାଶରୁ ମୋତେ ମୁକ୍ତ କରନ୍ତି। ସେ ମୋତେ ସ୍ନେହପୂର୍ଣ୍ଣ କରୁଣା ଏବଂ ଦୟା ଦେଖାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ବିନାଶରୁ ତୁମ୍ଭ ଜୀବନ ମୁକ୍ତ କରନ୍ତି; ସେ ସ୍ନେହପୂର୍ଣ୍ଣ କରୁଣା ଓ ଦୟାରୂପ ମୁକୁଟରେ ତୁମ୍ଭକୁ ଭୂଷିତ କରନ୍ତି;
Odia IRV 2017 (ଓଡିଆ ବାଇବେଲ)
ସେ ବିନାଶରୁ ତୁମ୍ଭ ଜୀବନ ମୁକ୍ତ କରନ୍ତି; ସେ ସ୍ନେହପୂର୍ଣ୍ଣ କରୁଣା ଓ ଦୟାରୂପ ମୁକୁଟରେ ତୁମ୍ଭକୁ ଭୂଷିତ କରନ୍ତି;