Psalms 103:5 — Compare Translations
5 translations compared side by side
Odia - 1840
"ପରମେଶ୍ବର ମାେତେ ପ୍ରଚୁର ସୁଦ୍ରବ୍ଯ ଦିଅନ୍ତି। ସେ ମାେତେ ପୁନରାଯ ଉତ୍କ୍ରୋଷ ପକ୍ଷୀ ପରି ୟୁବକ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଉତ୍ତମ ବସ୍ତୁରେ ତୁମ୍ଭର ମୁଖ ତୃପ୍ତ କରନ୍ତି; ତହୁଁ ଉତ୍କ୍ରୋଶ ପକ୍ଷୀ ନ୍ୟାୟ ତୁମ୍ଭର ନୂତନ ଯୌବନ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ମୋତେ ପ୍ରଚୁର ସୁଦ୍ରବ୍ୟ ଦିଅନ୍ତି। ସେ ମୋତେ ପୁନ୍ନରାୟ ଉତ୍କ୍ରୋଷ ପକ୍ଷୀ ପରି ଯୁବକ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଉତ୍ତମ ବସ୍ତୁରେ ତୁମ୍ଭର ମୁଖ ତୃପ୍ତ କରନ୍ତି; ତହୁଁ ଉତ୍କ୍ରୋଶ ପକ୍ଷୀ ନ୍ୟାୟ ତୁମ୍ଭର ନୂତନ ଯୌବନ ହୁଏ।
Odia IRV 2017 (ଓଡିଆ ବାଇବେଲ)
ସେ ଉତ୍ତମ ବସ୍ତୁରେ ତୁମ୍ଭର ମୁଖ ତୃପ୍ତ କରନ୍ତି; ତହୁଁ ଉତ୍କ୍ରୋଶ ପକ୍ଷୀ ନ୍ୟାୟ ତୁମ୍ଭର ନୂତନ ଯୌବନ ହୁଏ।