Psalms 103:6 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ନ୍ଯାଯବାନ୍। ସେ ସହେି ଲୋକମାନଙ୍କୁ ନ୍ଯାଯ ପ୍ରଦାନ କରିବେ ଯେଉଁମାନଙ୍କୁ ଅନ୍ୟମାନଙ୍କ ଦ୍ବାରା ଅନ୍ଯାଯ କରାୟାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଧର୍ମକର୍ମ ସାଧନ କରନ୍ତି ଓ ଉପଦ୍ରବଗ୍ରସ୍ତ ସମସ୍ତଙ୍କ ପକ୍ଷରେ ସୁବିଚାର ନିଷ୍ପତ୍ତି କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ନ୍ୟାୟବାନ୍। ସେ ସେହି ଲୋକମାନଙ୍କୁ ନ୍ୟାୟ ପ୍ରଦାନ କରିବେ ଯେଉଁମାନଙ୍କୁ ଅନ୍ୟମାନଙ୍କ ଦ୍ୱାରା ଅନ୍ୟାୟ କରାଯାଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଧର୍ମକର୍ମ ସାଧନ କରନ୍ତି ଓ ଉପଦ୍ରବଗ୍ରସ୍ତ ସମସ୍ତଙ୍କ ପକ୍ଷରେ ସୁବିଚାର ନିଷ୍ପତ୍ତି କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଧର୍ମକର୍ମ ସାଧନ କରନ୍ତି ଓ ଉପଦ୍ରବଗ୍ରସ୍ତ ସମସ୍ତଙ୍କ ପକ୍ଷରେ ସୁବିଚାର ନିଷ୍ପତ୍ତି କରନ୍ତି।