Psalms 103:7 — Compare Translations

5 translations compared side by side

Odia - 1840
"ପରମେଶ୍ବର ମାଶାଙ୍କେୁ ଆପଣା ପଥ ଓ ଇଶ୍ରାୟେଲ ସନ୍ତାନଗଣଙ୍କୁ ଆପଣା କ୍ରିଯାସବୁ ଜଣାଇଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମୋଶାଙ୍କୁ ଆପଣା ପଥ ଓ ଇସ୍ରାଏଲ-ସନ୍ତାନଗଣକୁ ଆପଣା କ୍ରିୟାସବୁ ଜଣାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ମୋଶାଙ୍କୁ ଆପଣା ପଥ ଓ ଇସ୍ରାଏଲ ସନ୍ତାନଗଣଙ୍କୁ ଆପଣା କ୍ରିୟାସବୁ ଜଣାଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମୋଶାଙ୍କୁ ଆପଣା ପଥ ଓ ଇସ୍ରାଏଲ-ସନ୍ତାନଗଣକୁ ଆପଣା କ୍ରିୟାସବୁ ଜଣାଇଲେ।
Odia IRV 2017 (ଓଡିଆ ବାଇବେଲ)
ସେ ମୋଶାଙ୍କୁ ଆପଣା ପଥ ଓ ଇସ୍ରାଏଲ ସନ୍ତାନଗଣକୁ ଆପଣା କ୍ରିୟାସବୁ ଜଣାଇଲେ।