Psalms 103:9 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ସର୍ବଦା ସମାଲୋଚନା କରିବେ ନାହିଁ, କିଅବା ସେ ଚିରଦିନ ପାଇଁ କୋର୍ଧିତ ରହିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ନିରନ୍ତର ଧମକାଇବେ ନାହିଁ; କିଅବା ସଦାକାଳ ଆପଣା କ୍ରୋଧ ରଖିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସର୍ବଦା ସମାଲୋଚନା କରିବେ ନାହିଁ, କିଅବା ସେ ଚିରଦିନ ପାଇଁ କ୍ରୋଧିତ ରହିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ନିରନ୍ତର ଧମକାଇବେ ନାହିଁ; କିଅବା ସଦାକାଳ ଆପଣା କ୍ରୋଧ ରଖିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ନିରନ୍ତର ଧମକାଇବେ ନାହିଁ; କିଅବା ସଦାକାଳ ଆପଣା କ୍ରୋଧ ରଖିବେ ନାହିଁ।