Psalms 104:1 — Compare Translations

5 translations compared side by side

Odia - 1840
"ହେ ମାରେ ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର! ହେ ସଦାପ୍ରଭୁ ମାରେ ପରମେଶ୍ବର, ତୁମ୍ଭେ ମହାନ୍। ତୁମ୍ଭେ ସମ୍ଭ୍ରମ ଓ ଐଶ୍ଚର୍ୟ୍ଯରେ ବିଭୂଷିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର । ହେ ସଦାପ୍ରଭୋ, ମୋʼ ପରମେଶ୍ଵର, ତୁମ୍ଭେ ଅତି ମହାନ; ତୁମ୍ଭେ ସମ୍ଭ୍ରମ ଓ ଐଶ୍ଵର୍ଯ୍ୟରେ ବିଭୂଷିତ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମୋର ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର! ହେ ସଦାପ୍ରଭୁ ମୋର ପରମେଶ୍ୱର, ତୁମ୍ଭେ ମହାନ। ତୁମ୍ଭେ ସମ୍ଭ୍ରମ ଓ ଐଶ୍ୱର୍ଯ୍ୟରେ ବିଭୂଷିତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର। ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ତୁମ୍ଭେ ଅତି ମହାନ; ତୁମ୍ଭେ ସମ୍ଭ୍ରମ ଓ ଐଶ୍ୱର୍ଯ୍ୟରେ ବିଭୂଷିତ।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର। ହେ ସଦାପ୍ରଭୁ, ମୋ’ ପରମେଶ୍ୱର, ତୁମ୍ଭେ ଅତି ମହାନ; ତୁମ୍ଭେ ସମ୍ଭ୍ରମ ଓ ଐଶ୍ୱର୍ଯ୍ୟରେ ବିଭୂଷିତ।