Psalms 104:10 — Compare Translations

5 translations compared side by side

Odia - 1840
"ପରମେଶ୍ବର ତୁମ୍ଭେ ହିଁ ଝରଣାରୁ ଜଳର ଷୋର୍ତ ବୁହାଇଲ। ଏହା ପର୍ବତଗଣର ଷୋର୍ତରେ ମିଶି ବହି ୟାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଉପତ୍ୟକାସମୂହରେ ନିର୍ଝର ବୁହାନ୍ତି; ତାହା ପର୍ବତଗଣ ମଧ୍ୟରେ ଧାଏଁ;
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତୁମ୍ଭେ ହିଁ ଝରଣାରୁ ଜଳର ସ୍ରୋତ ବୁହାଇଲ। ଏହା ପର୍ବତଗଣର ସ୍ରୋତରେ ମିଶି ବହିଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଉପତ୍ୟକାସମୂହରେ ନିର୍ଝର ବୁହାନ୍ତି; ତାହା ପର୍ବତଗଣ ମଧ୍ୟରେ ଧାଏଁ;
Odia IRV 2017 (ଓଡିଆ ବାଇବେଲ)
ସେ ଉପତ୍ୟକାସମୂହରେ ନିର୍ଝର ବୁହାନ୍ତି; ତାହା ପର୍ବତଗଣ ମଧ୍ୟରେ ଧାଏଁ;