Psalms 104:11 — Compare Translations
5 translations compared side by side
Odia - 1840
"ଏହି ଜଳ ବନ୍ଯ ପଶୁଗଣକୁ ଜଳ ୟୋଗାଏ। ବନ୍ଯ ଗର୍ଦ୍ଦଭମାନେ ତହିଁରେ ନିଜ ନିଜର ତୃଷା ନିବାରଣ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା କ୍ଷେତ୍ରସ୍ଥ ପଶୁଗଣକୁ ଜଳ ଯୋଗାଏ, ବନ୍ୟ ଗର୍ଦ୍ଦଭମାନେ ତହିଁରେ ଆପଣା ଆପଣା ତୃଷା ନିବାରଣ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଜଳ ବନ୍ୟ ପଶୁଗଣକୁ ଜଳ ଯୋଗାଏ। ବନ୍ୟ ଗର୍ଦ୍ଦଭମାନେ ତହିଁରେ ନିଜ ନିଜର ତୃଷା ନିବାରଣ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା କ୍ଷେତ୍ରସ୍ଥ ପଶୁଗଣକୁ ଜଳ ଯୋଗାଏ, ବନ୍ୟ ଗର୍ଦ୍ଦଭମାନେ ତହିଁରେ ଆପଣା ଆପଣା ତୃଷା ନିବାରଣ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ତାହା କ୍ଷେତ୍ରସ୍ଥ ପଶୁଗଣକୁ ଜଳ ଯୋଗାଏ, ବନ୍ୟ ଗର୍ଦ୍ଦଭମାନେ ତହିଁରେ ଆପଣା ଆପଣା ତୃଷା ନିବାରଣ କରନ୍ତି।