Psalms 104:12 — Compare Translations
5 translations compared side by side
Odia - 1840
"ବନ୍ଯ ପକ୍ଷୀଗଣ ଜଳାଶଯ ନିକଟରେ ବାସ କରିବା ପାଇଁ ଆସନ୍ତି। ସହେି ପକ୍ଷୀଗୁଡ଼ିକ ଜଳାଶଯ ପାଖରେ ଥିବା ବୃକ୍ଷର ଡ଼ାଳମାନଙ୍କରେ ଥାଇ ଗୀତ ଗାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ନିକଟରେ ଖେଚର ପକ୍ଷୀଗଣ ବସା କରନ୍ତି, ସେମାନେ ଡାଳ ମଧ୍ୟରେ ଗାନ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ବନ୍ୟ ପକ୍ଷୀଗଣ ଜଳାଶୟ ନିକଟରେ ବାସ କରିବା ପାଇଁ ଆସନ୍ତି। ସେହି ପକ୍ଷୀଗୁଡ଼ିକ ଜଳାଶୟ ପାଖରେ ଥିବା ବୃକ୍ଷର ଡାଳମାନଙ୍କରେ ଥାଇ ଗୀତ ଗାଆନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ନିକଟରେ ଖେଚର ପକ୍ଷୀଗଣ ବସା କରନ୍ତି, ସେମାନେ ଡାଳ ମଧ୍ୟରେ ଗାନ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ତହିଁ ନିକଟରେ ଖେଚର ପକ୍ଷୀଗଣ ବସା କରନ୍ତି, ସେମାନେ ଡାଳ ମଧ୍ୟରେ ଗାନ କରନ୍ତି।