Psalms 104:13 — Compare Translations

5 translations compared side by side

Odia - 1840
"ତୁମ୍ଭେ ତୁମ୍ଭର ପର୍ବତ ଗୁଡ଼ିକର ପାଦ ଦେଶରେ ବୃଷ୍ଟି କରାଅ। କାରଣ ୟାହାସବୁ ତୁମ୍ଭେ କର, ପୃଥିବୀ ଦରକାର କରୁଥିବା ସବୁ ଜିନିଷ ଏହା ମଧ୍ୟରେ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା କୋଠରିରୁ ପର୍ବତଗଣକୁ ଜଳରେ ସେଚନ କରନ୍ତି; ପୃଥିବୀ ତାହାଙ୍କ କର୍ମର ଫଳରେ ତୃପ୍ତ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ତୁମ୍ଭର ପର୍ବତ ଗୁଡ଼ିକର ପାଦ ଦେଶରେ ବୃଷ୍ଟି କରାଅ। କାରଣ ଯାହାସବୁ ତୁମ୍ଭେ କର, ପୃଥିବୀ ଦରକାର କରୁଥିବା ସବୁ ଜିନିଷ ଏହା ମଧ୍ୟରେ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ସ୍ବର୍ଗରୁ ପର୍ବତଗଣକୁ ଜଳରେ ସେଚନ କରନ୍ତି; ପୃଥିବୀ ତାହାଙ୍କ କର୍ମର ଫଳରେ ତୃପ୍ତ ହୁଏ।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ସ୍ବର୍ଗରୁ ପର୍ବତଗଣକୁ ଜଳରେ ସେଚନ କରନ୍ତି; ପୃଥିବୀ ତାହାଙ୍କ କର୍ମର ଫଳରେ ତୃପ୍ତ ହୁଏ।