Psalms 104:14 — Compare Translations
5 translations compared side by side
Odia - 1840
"ତୁମ୍ଭେ ପଶୁଗଣଙ୍କ ନିମନ୍ତେ ତୃଣ ଓ ମନୁଷ୍ଯର ସବୋ ନିମନ୍ତେ ବୃକ୍ଷ ଅଙ୍କୁରିତ କର। ଏହିପରି ଭାବରେ ସମାନେେ ପୃଥିବୀରୁ ଖାଦ୍ୟ ପାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ପଶୁଗଣ ନିମନ୍ତେ ତୃଣ ଓ ମନୁଷ୍ୟର ସେବା ନିମନ୍ତେ ଶାକ ଅଙ୍କୁରିତ କରନ୍ତି; ଏହିରୂପେ ସେ ଭୂମିରୁ ଭକ୍ଷ୍ୟ ଉତ୍ପନ୍ନ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ପଶୁଗଣଙ୍କ ନିମନ୍ତେ ତୃଣ ଓ ମନୁଷ୍ୟର ସେବା ନିମନ୍ତେ ବୃକ୍ଷ ଅଙ୍କୁରିତ କର। ଏହିପରି ଭାବରେ ସେମାନେ ପୃଥିବୀରୁ ଖାଦ୍ୟ ପାଆନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ପଶୁଗଣ ନିମନ୍ତେ ତୃଣ ଓ ମନୁଷ୍ୟର ସେବା ନିମନ୍ତେ ଶାକ ଅଙ୍କୁରିତ କରନ୍ତି; ଏହିରୂପେ ସେ ଭୂମିରୁ ଭକ୍ଷ୍ୟ ଉତ୍ପନ୍ନ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ପଶୁଗଣ ନିମନ୍ତେ ତୃଣ ଓ ମନୁଷ୍ୟର ସେବା ନିମନ୍ତେ ଶାକ ଅଙ୍କୁରିତ କରନ୍ତି; ଏହିରୂପେ ସେ ଭୂମିରୁ ଭକ୍ଷ୍ୟ ଉତ୍ପନ୍ନ କରନ୍ତି।