Psalms 104:15 — Compare Translations
5 translations compared side by side
Odia - 1840
"ହୃଦଯ ଚିତ୍ତ ଆନନ୍ଦକାରୀ ଦ୍ରାକ୍ଷାରସ ଦିଅ, ଆମ୍ଭମାନଙ୍କର ମୁହଁ ଚିକ୍କଣକାରୀ ତୈଳ ଓ ମନୁଷ୍ଯକୁ ଶକ୍ତିଶାଳୀ କରୁଥିବା ଖାଦ୍ୟ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମନୁଷ୍ୟର ଚିତ୍ତ-ଆନନ୍ଦକାରୀ ଦ୍ରାକ୍ଷାରସ, ମୁଖ-ଚିକ୍କଣକାରୀ ତୈଳ ଓ ମନୁଷ୍ୟର ହୃଦୟ ସବଳକାରୀ ଭକ୍ଷ୍ୟ ଉତ୍ପନ୍ନ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ହୃଦୟ ଚିତ୍ତ ଆନନ୍ଦକାରୀ ଦ୍ରାକ୍ଷାରସ ଦିଅ, ଆମ୍ଭମାନଙ୍କର ମୁହଁ ଚିକ୍କଣକାରୀ ତୈଳ ଓ ମନୁଷ୍ୟକୁ ଶକ୍ତିଶାଳୀ କରୁଥିବା ଖାଦ୍ୟ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମନୁଷ୍ୟର ଚିତ୍ତ-ଆନନ୍ଦକାରୀ ଦ୍ରାକ୍ଷାରସ, ମୁଖ-ଚିକ୍କଣକାରୀ ତୈଳ ଓ ମନୁଷ୍ୟର ହୃଦୟ ସବଳକାରୀ ଭକ୍ଷ୍ୟ ଉତ୍ପନ୍ନ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମନୁଷ୍ୟର ଚିତ୍ତ-ଆନନ୍ଦକାରୀ ଦ୍ରାକ୍ଷାରସ, ମୁଖ-ଚିକ୍କଣକାରୀ ତୈଳ ଓ ମନୁଷ୍ୟର ହୃଦୟ ସବଳକାରୀ ଭକ୍ଷ୍ୟ ଉତ୍ପନ୍ନ କରନ୍ତି।