Psalms 104:16 — Compare Translations
5 translations compared side by side
Odia - 1840
"ଲବୋନନର ମହାନ୍ ବୃକ୍ଷଗୁଡ଼ିକ ପ୍ରଚୁର ପରିମାଣରେ ବର୍ଷା ପାଆନ୍ତି। ସଦାପ୍ରଭୁ ସହେି ବୃକ୍ଷଗୁଡ଼ିକୁ ରୋପଣ କରିଥିଲେ ଓ ସମାନଙ୍କେର ଆବଶ୍ଯକତାନୁୟାଯୀ ପାଣି ଦେଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ବୃକ୍ଷଶ୍ରେଣୀ ପରିତୃପ୍ତ; ତାହାଙ୍କ ରୋପିତ ଏରସ ବୃକ୍ଷସକଳ ପରିତୃପ୍ତ;
Odia Bible ERV 2004 (ପବିତ୍ର ବାଇବଲ)
ଲିବାନୋନ୍ର ମହାନ ବୃକ୍ଷଗୁଡ଼ିକ ପ୍ରଚୁର ପରିମାଣରେ ବର୍ଷା ପାଆନ୍ତି। ସଦାପ୍ରଭୁ ସେହି ବୃକ୍ଷଗୁଡ଼ିକୁ ରୋପଣ କରିଥିଲେ ଓ ସେମାନଙ୍କର ଆବଶ୍ୟକତାନୁଯାୟୀ ପାଣି ଦେଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ବୃକ୍ଷଶ୍ରେଣୀ ପରିତୃପ୍ତ; ଲିବାନୋନରେ ତାହାଙ୍କ ରୋପିତ ଏରସ ବୃକ୍ଷସକଳ ପରିତୃପ୍ତ;
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ବୃକ୍ଷଶ୍ରେଣୀ ପରିତୃପ୍ତ; ଲିବାନୋନରେ ତାହାଙ୍କ ରୋପିତ ଏରସ ବୃକ୍ଷସକଳ ପରିତୃପ୍ତ;