Psalms 104:17 — Compare Translations

5 translations compared side by side

Odia - 1840
"ସହେି ବୃକ୍ଷଗୁଡ଼ିକ ମଧ୍ୟରେ ପକ୍ଷୀଗଣ ଆପଣା ଆପଣା ବସା ନିର୍ମାଣ କରନ୍ତି। ସାରସ ପକ୍ଷୀ ସୋନବରେ ବୃକ୍ଷରେ ବାସ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ମଧ୍ୟରେ ପକ୍ଷୀଗଣ ଆପଣା ଆପଣା ବସା ନିର୍ମାଣ କରନ୍ତି; ଦେବଦାରୁ ବୃକ୍ଷ ଚରଳର ଗୃହ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ବୃକ୍ଷଗୁଡ଼ିକ ମଧ୍ୟରେ ପକ୍ଷୀଗଣ ଆପଣା ଆପଣା ବସା ନିର୍ମାଣ କରନ୍ତି। ସାରସ ପକ୍ଷୀ ସୋନେବର ବୃକ୍ଷରେ ବାସ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ମଧ୍ୟରେ ପକ୍ଷୀଗଣ ଆପଣା ଆପଣା ବସା ନିର୍ମାଣ କରନ୍ତି; ଦେବଦାରୁ ବୃକ୍ଷ ଚରଳର ଗୃହ।
Odia IRV 2017 (ଓଡିଆ ବାଇବେଲ)
ତହିଁ ମଧ୍ୟରେ ପକ୍ଷୀଗଣ ଆପଣା ଆପଣା ବସା ନିର୍ମାଣ କରନ୍ତି; ଦେବଦାରୁ ବୃକ୍ଷ ଚରଳର ଗୃହ।