Psalms 104:18 — Compare Translations

5 translations compared side by side

Odia - 1840
"ଉଚ୍ଚ ପର୍ବତଶ୍ରଣେୀ ବନ୍ଯ ଛାଗମାନଙ୍କ ବାସସ୍ଥାନ ଅଟେ। ଶୈଳସବୁ ଶାଫନର ଆଶ୍ରଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉଚ୍ଚ ପର୍ବତଶ୍ରେଣୀ ବନ୍ୟ ଛାଗମାନଙ୍କ ନିମନ୍ତେ ଅଟେ, ଶୈଳସବୁ ଶାଫନ୍ର ଆଶ୍ରୟ ।
Odia Bible ERV 2004 (ପବିତ୍ର ବାଇବଲ)
ଉଚ୍ଚ ପର୍ବତଶ୍ରେଣୀ ବନ୍ୟ ଛାଗମାନଙ୍କ ବାସସ୍ଥାନ ଅଟେ। ଶୈଳସବୁ ଶାଫନର ଆଶ୍ରୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଉଚ୍ଚ ପର୍ବତଶ୍ରେଣୀ ବନ୍ୟ ଛାଗମାନଙ୍କ ନିମନ୍ତେ ଅଟେ, ଶୈଳସବୁ ଶାଫନ୍‍ର ଆଶ୍ରୟ।
Odia IRV 2017 (ଓଡିଆ ବାଇବେଲ)
ଉଚ୍ଚ ପର୍ବତଶ୍ରେଣୀ ବନ୍ୟ ଛାଗମାନଙ୍କ ନିମନ୍ତେ ଅଟେ, ଶୈଳସବୁ ଶାଫନ୍‍ର ଆଶ୍ରୟ।