Psalms 104:19 — Compare Translations

5 translations compared side by side

Odia - 1840
"ପରମେଶ୍ବର ଋତୁ ନିରୂପଣ ନିମନ୍ତେ ଚନ୍ଦ୍ର ସୃଷ୍ଟି କରିଛନ୍ତି। ସୂର୍ୟ୍ଯ ଆପଣା ଅସ୍ତଗମନ ଜାଣେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଋତୁ ନିମନ୍ତେ ଚନ୍ଦ୍ର ନିରୂପଣ କରିଅଛନ୍ତି; ସୂର୍ଯ୍ୟ ଆପଣା ଅସ୍ତଗମନ ଜାଣେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଋତୁ ନିରୂପଣ ନିମନ୍ତେ ଚନ୍ଦ୍ର ସୃଷ୍ଟି କରିଛନ୍ତି। ସୂର୍ଯ୍ୟ ଆପଣା ଅସ୍ତଗମନ ଜାଣେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଋତୁ ନିମନ୍ତେ ଚନ୍ଦ୍ର ନିରୂପଣ କରିଅଛନ୍ତି; ସୂର୍ଯ୍ୟ ଆପଣା ଅସ୍ତଗମନ ଜାଣେ।
Odia IRV 2017 (ଓଡିଆ ବାଇବେଲ)
ସେ ଋତୁ ନିମନ୍ତେ ଚନ୍ଦ୍ର ନିରୂପଣ କରିଅଛନ୍ତି; ସୂର୍ଯ୍ୟ ଆପଣା ଅସ୍ତଗମନ ଜାଣେ।