Psalms 104:2 — Compare Translations
5 translations compared side by side
Odia - 1840
"ତୁମ୍ଭେ ରାଜବସ୍ତ୍ର, ପରି ଦିପ୍ତୀ ପରିଧାନ କର। ତୁମ୍ଭେ ପରଦା ପରି ଆକାଶମଣ୍ଡଳ ବିସ୍ତାର କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ବସ୍ତ୍ର ପରି ଦୀପ୍ତି ପରିଧାନ କରିଅଛ; ତୁମ୍ଭେ ଚନ୍ଦ୍ରାତପ ପରି ଆକାଶମଣ୍ତଳ ବିସ୍ତାର କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ରାଜବସ୍ତ୍ର, ପରି ଦିପ୍ତୀ ପରିଧାନ କର। ତୁମ୍ଭେ ପରଦା ପରି ଆକାଶମଣ୍ଡଳ ବିସ୍ତାର କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ବସ୍ତ୍ର ପରି ଦୀପ୍ତି ପରିଧାନ କରିଅଛ; ତୁମ୍ଭେ ଚନ୍ଦ୍ରାତପ ପରି ଆକାଶମଣ୍ଡଳ ବିସ୍ତାର କରିଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ବସ୍ତ୍ର ପରି ଦୀପ୍ତି ପରିଧାନ କରିଅଛ; ତୁମ୍ଭେ ଚନ୍ଦ୍ରାତପ ପରି ଆକାଶମଣ୍ଡଳ ବିସ୍ତାର କରିଅଛ।