Psalms 104:20 — Compare Translations
5 translations compared side by side
Odia - 1840
"ତୁମ୍ଭେ ଅନ୍ଧକାର କଲେ ରାତ୍ରି ହୁଏ। ତହିଁରେ ସକଳ ବନ୍ଯପଶୁ ବାହାରି ଭ୍ରମଣ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଅନ୍ଧକାର କଲେ ରାତ୍ରି ହୁଏ; ତହିଁରେ ସକଳ ବନପଶୁ ବାହାରି ଭ୍ରମଣ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଅନ୍ଧକାର କଲେ ରାତ୍ରି ହୁଏ। ତହିଁରେ ସକଳ ବନ୍ୟପଶୁ ବାହାରି ଭ୍ରମଣ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଅନ୍ଧକାର କଲେ ରାତ୍ରି ହୁଏ; ତହିଁରେ ସକଳ ବନ-ପଶୁ ବାହାରି ଭ୍ରମଣ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଅନ୍ଧକାର କଲେ ରାତ୍ରି ହୁଏ; ତହିଁରେ ସକଳ ବନପଶୁ ବାହାରି ଭ୍ରମଣ କରନ୍ତି।