Psalms 104:21 — Compare Translations
5 translations compared side by side
Odia - 1840
"ୟୁବା ସିଂହଗଣ ମୃଗଯା ଚେଷ୍ଟାରେ ଗର୍ଜ୍ଜନ କରନ୍ତି। ସତେ ୟପରେି ସମାନେେ ପରମେଶ୍ବରଙ୍କଠାରୁ ଆହାର ଲୋଡ଼ନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୁବା ସିଂହଗଣ ମୃଗୟା ଚେଷ୍ଟାରେ ଗର୍ଜ୍ଜନ କରନ୍ତି ଓ ପରମେଶ୍ଵରଙ୍କଠାରୁ ଆହାର ଚାହାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯୁବା ସିଂହଗଣ ମୃଗୟା ଚେଷ୍ଟାରେ ଗର୍ଜନ କରନ୍ତି। ସେତ ଯେପରି ସେମାନେ ପରମେଶ୍ୱରଙ୍କଠାରୁ ଆହାର ଲୋଡ଼ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୁବା ସିଂହଗଣ ମୃଗୟା ଚେଷ୍ଟାରେ ଗର୍ଜ୍ଜନ କରନ୍ତି ଓ ପରମେଶ୍ୱରଙ୍କଠାରୁ ଆହାର ଚାହାନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯୁବା ସିଂହଗଣ ମୃଗୟା ଚେଷ୍ଟାରେ ଗର୍ଜ୍ଜନ କରନ୍ତି ଓ ପରମେଶ୍ୱରଙ୍କଠାରୁ ଆହାର ଚାହାନ୍ତି।