Psalms 104:22 — Compare Translations

5 translations compared side by side

Odia - 1840
"ସୂର୍ୟେ୍ଯାଦଯ ହେଲେ ସମାନେେ ନିଜ ନିଜ ବସାକୁ ଚାଲିୟାନ୍ତି। ଏବଂ ନିଜ ନିଜ ବସାରେ ବିଶ୍ରାମ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୂର୍ଯ୍ୟୋଦୟ ହେଲେ ସେମାନେ ଚାଲିଯାʼନ୍ତି ଓ ଆପଣା ଆପଣା ଗୁମ୍ପାରେ ଶୟନ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସୂର୍ଯ୍ୟୋଦୟ ହେଲେ ସେମାନେ ନିଜ ନିଜ ବସାକୁ ଗ୍ଭଲିଯା’ନ୍ତି। ଏବଂ ନିଜ ନିଜ ବସାରେ ବିଶ୍ରାମ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୂର୍ଯ୍ୟୋଦୟ ହେଲେ ସେମାନେ ଚାଲିଯାʼନ୍ତି ଓ ଆପଣା ଆପଣା ଗୁମ୍ଫାରେ ଶୟନ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସୂର୍ଯ୍ୟୋଦୟ ହେଲେ ସେମାନେ ଚାଲିଯା’ନ୍ତି ଓ ଆପଣା ଆପଣା ଗୁମ୍ଫାରେ ଶୟନ କରନ୍ତି।