Psalms 104:23 — Compare Translations
5 translations compared side by side
Odia - 1840
"ଏହାପରେ ମନୁଷ୍ଯ ତା'ର କାମକୁ ବାହାରେ ଏବଂ ସେ ସନ୍ଧ୍ଯା ପର୍ୟ୍ଯନ୍ତ କାମ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନୁଷ୍ୟ ଆପଣା କାର୍ଯ୍ୟକୁ ଓ ସାୟଂକାଳ ପର୍ଯ୍ୟନ୍ତ ଆପଣା ପରିଶ୍ରମକୁ ବାହାରେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମନୁଷ୍ୟ ତା’ର କାମକୁ ବାହାରେ ଏବଂ ସେ ସନ୍ଧ୍ୟା ପର୍ଯ୍ୟନ୍ତ କାମ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନୁଷ୍ୟ ଆପଣା କାର୍ଯ୍ୟକୁ ଓ ସନ୍ଧ୍ୟାକାଳ ପର୍ଯ୍ୟନ୍ତ ଆପଣା ପରିଶ୍ରମକୁ ବାହାରେ।
Odia IRV 2017 (ଓଡିଆ ବାଇବେଲ)
ମନୁଷ୍ୟ ଆପଣା କାର୍ଯ୍ୟକୁ ଓ ସନ୍ଧ୍ୟାକାଳ ପର୍ଯ୍ୟନ୍ତ ଆପଣା ପରିଶ୍ରମକୁ ବାହାରେ।