Psalms 104:24 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ, ତୁମ୍ଭେ କେତେ ଜିନିଷ ତିଆରି କରିଅଛ। ପୃଥିବୀ ତୁମ୍ଭ ସୃଷ୍ଟି ବସ୍ତୁରେ ପରିପୂର୍ଣ୍ଣ ଅଛି। ଜ୍ଞାନ ବଳରେ ତୁମ୍ଭେ ସେସବୁ ଜିନିଷ ତିଆରି କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ତୁମ୍ଭର କାର୍ଯ୍ୟସକଳ କିପରି ବହୁବିଧଣ! ତୁମ୍ଭେ ଜ୍ଞାନରେ ସେସବୁ ନିର୍ମାଣ କରିଅଛ; ପୃଥିବୀ ତୁମ୍ଭ ସମ୍ପତ୍ତିରେ ପରିପୂର୍ଣ୍ଣ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ତୁମ୍ଭେ କେତେ ଜିନିଷ ତିଆରି କରିଅଛ। ପୃଥିବୀ ତୁମ୍ଭ ସୃଷ୍ଟି ବସ୍ତୁରେ ପରିପୂର୍ଣ୍ଣ ଅଛି। ଜ୍ଞାନ ବଳରେ ତୁମ୍ଭେ ସେସବୁ ଜିନିଷ ତିଆରି କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ତୁମ୍ଭର କାର୍ଯ୍ୟସକଳ କିପରି ବହୁବିଧ! ତୁମ୍ଭେ ଜ୍ଞାନରେ ସେସବୁ ନିର୍ମାଣ କରିଅଛ; ପୃଥିବୀ ତୁମ୍ଭ ସମ୍ପତ୍ତିରେ ପରିପୂର୍ଣ୍ଣ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ତୁମ୍ଭର କାର୍ଯ୍ୟସକଳ କିପରି ବହୁବିଧ! ତୁମ୍ଭେ ଜ୍ଞାନରେ ସେସବୁ ନିର୍ମାଣ କରିଅଛ; ପୃଥିବୀ ତୁମ୍ଭ ସମ୍ପତ୍ତିରେ ପରିପୂର୍ଣ୍ଣ।