Psalms 104:25 — Compare Translations
5 translations compared side by side
Odia - 1840
"ମହାସାଗରକୁ ଦେଖ, ଏହା କେତେ ମହାନ୍! ବହୁତ େଛାଟ ଏବଂ ବଡ଼ ଜୀବ ସେଥିରେ ବାସ କରୁଛନ୍ତି। ସଗେୁଡ଼ିକୁ ଗଣନା କରି ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୁଦ୍ର ବୃହତ ଓ ପ୍ରଶସ୍ତ, ତହିଁ ମଧ୍ୟରେ ଜଳଚର, କ୍ଷୁଦ୍ର ଓ ବୃହତ ଅସଂଖ୍ୟ ଜନ୍ତୁ ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମହାସାଗରକୁ ଦେଖ, ଏହା କେତେ ମହାନ! ବହୁତ ଛୋଟ ଏବଂ ବଡ଼ ଜୀବ ସେଥିରେ ବାସ କରୁଛନ୍ତି। ସେଗୁଡ଼ିକୁ ଗଣନା କରି ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୁଦ୍ର ବୃହତ ଓ ପ୍ରଶସ୍ତ, ତହିଁ ମଧ୍ୟରେ ଜଳଚର, କ୍ଷୁଦ୍ର ଓ ବୃହତ ଅସଂଖ୍ୟ ଜନ୍ତୁ ଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେହି ସମୁଦ୍ର ବୃହତ ଓ ପ୍ରଶସ୍ତ, ତହିଁ ମଧ୍ୟରେ ଜଳଚର, କ୍ଷୁଦ୍ର ଓ ବୃହତ ଅସଂଖ୍ୟ ଜନ୍ତୁ ଅଛନ୍ତି।