Psalms 104:26 — Compare Translations
5 translations compared side by side
Odia - 1840
"ତହିଁରେ ଜାହାଜ ୟାତାଯତ କରେ। ତହିଁରେ ଖଳେିବା ପାଇଁ ତୁମ୍ଭର ସୃଷ୍ଟି ଲିବିଯାଥନ୍ ଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଜାହାଜ ଗତାୟାତ କରେ; ତହିଁରେ ଖେଳିବା ପାଇଁ ତୁମ୍ଭର ସୃଷ୍ଟ ଲିବିୟାଥନ୍ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ଜାହାଜ ଯାତାୟାତ କରେ। ତହିଁରେ ଖେଳିବା ପାଇଁ ତୁମ୍ଭର ସୃଷ୍ଟି ଲିବିୟାଥନ୍ ଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଜାହାଜ ଗତାୟାତ କରେ; ତହିଁରେ ଖେଳିବା ପାଇଁ ତୁମ୍ଭର ସୃଷ୍ଟ ଲିବିୟାଥନ ଥାଏ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଜାହାଜ ଗତାୟାତ କରେ; ତହିଁରେ ଖେଳିବା ପାଇଁ ତୁମ୍ଭର ସୃଷ୍ଟ ଲିବିୟାଥନ ଥାଏ।