Psalms 104:27 — Compare Translations
5 translations compared side by side
Odia - 1840
"ଏ ସମସ୍ତ ପ୍ରାଣୀ ତୁମ୍ଭ ଉପରେ ନିର୍ଭର କରନ୍ତି, ୟପରେିକି ଠିକ୍ ସମଯରେ ତୁମ୍ଭେ ସମାନଙ୍କେୁ ଖାଦ୍ୟ ପ୍ରଦାନ କରିବ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏସମସ୍ତେ ଉପଯୁକ୍ତ ସମୟରେ ଆପଣା ଆପଣା ଭକ୍ଷ୍ୟ ପାଇବା ନିମନ୍ତେ ତୁମ୍ଭର ଅନୁସରଣ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଏ ସମସ୍ତ ପ୍ରାଣୀ ତୁମ୍ଭ ଉପରେ ନିର୍ଭର କରନ୍ତି, ଯେପରିକି ଠିକ୍ ସମୟରେ ତୁମ୍ଭେ ସେମାନଙ୍କୁ ଖାଦ୍ୟ ପ୍ରଦାନ କରିବ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏସମସ୍ତେ ଉପଯୁକ୍ତ ସମୟରେ ଆପଣା ଆପଣା ଭକ୍ଷ୍ୟ ପାଇବା ନିମନ୍ତେ ତୁମ୍ଭର ଅନୁସରଣ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏସମସ୍ତେ ଉପଯୁକ୍ତ ସମୟରେ ଆପଣା ଆପଣା ଭକ୍ଷ୍ୟ ପାଇବା ନିମନ୍ତେ ତୁମ୍ଭର ଅନୁସରଣ କରନ୍ତି।