Psalms 104:29 — Compare Translations

5 translations compared side by side

Odia - 1840
"ଏବଂ ତୁମ୍ଭେ ଯେତବେେଳେ ସମାନଙ୍କେର ବିମୁଖ ହୁଅ ସମାନେେ ଭୟଭୀତ ହୁଅନ୍ତି। ଯେତବେେଳେ ତୁମ୍ଭେ ସମାନଙ୍କେର ନିଃଶ୍ବାସ ପ୍ରଶ୍ବାସ ନଇୟୋଅ, ସମାନେେ ଦୁର୍ବଳ ଓ ମୃତ୍ଯୁ ହାଇେ ୟାଆନ୍ତି, ପୁଣି ସମାନଙ୍କେ ଶରୀର ଧୂଳିରେ ପରିଣତ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ମୁଖ ଲୁଚାଇଲେ, ସେମାନେ ବ୍ୟାକୁଳ ହୁଅନ୍ତି; ତୁମ୍ଭେ ସେମାନଙ୍କ ନିଃଶ୍ଵାସ ହରଣ କଲେ, ସେମାନେ ମରନ୍ତି ଓ ପୁନର୍ବାର ଧୂଳିରେ ମିଶିଯାʼନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ତୁମ୍ଭେ ଯେତେବେଳେ ସେମାନଙ୍କର ବିମୁଖ ହୁଅ ସେମାନେ ଭୟଭୀତ ହୁଅନ୍ତି। ଯେତେବେଳେ ତୁମ୍ଭେ ସେମାନଙ୍କର ନିଃଶ୍ୱାସ ପ୍ରଶ୍ୱାସ ନେଇଯାଅ, ସେମାନେ ଦୁର୍ବଳ ଓ ମୃତ୍ୟୁ ହୋଇ ଯାଆନ୍ତି, ପୁଣି ସେମାନଙ୍କ ଶରୀର ଧୂଳିରେ ପରିଣତ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ମୁଖ ଲୁଚାଇଲେ, ସେମାନେ ବ୍ୟାକୁଳ ହୁଅନ୍ତି; ତୁମ୍ଭେ ସେମାନଙ୍କ ନିଃଶ୍ୱାସ ହରଣ କଲେ, ସେମାନେ ମରନ୍ତି ଓ ପୁନର୍ବାର ଧୂଳିରେ ମିଶିଯାʼନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ମୁଖ ଲୁଚାଇଲେ, ସେମାନେ ବ୍ୟାକୁଳ ହୁଅନ୍ତି; ତୁମ୍ଭେ ସେମାନଙ୍କ ନିଃଶ୍ୱାସ ହରଣ କଲେ, ସେମାନେ ମରନ୍ତି ଓ ପୁନର୍ବାର ଧୂଳିରେ ମିଶିଯା’ନ୍ତି।