Psalms 104:3 — Compare Translations

5 translations compared side by side

Odia - 1840
"ପରମେଶ୍ବର ତୁମ୍ଭେ ଆକାଶର ଜଳରାଶି ଉପରେ ଘର କଲ। ତୁମ୍ଭେ ମେଘମାଳାକୁ ଆପଣା ରଥପରି କରିଛ। ତୁମ୍ଭେ ବାଯୁ ରୂପକ ପକ୍ଷ ଦ୍ବାରା ଆକାଶରେ ଗମନାଗମନ କରୁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଜଳରାଶି ଉପରେ ଆପଣା କୋଠରୀର କଡ଼ିକାଷ୍ଠ ପକାଇଅଛ; ତୁମ୍ଭେ ମେଘମାଳକୁ ଆପଣା ରଥ କରିଥାଅ; ତୁମ୍ଭେ ବାୟୁର ପକ୍ଷ ଉପରେ ଗମନାଗମନ କରୁଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତୁମ୍ଭେ ଆକାଶର ଜଳରାଶି ଉପରେ ଘର କଲ। ତୁମ୍ଭେ ମେଘମାଳାକୁ ଆପଣା ରଥପରି କରିଅଛ। ତୁମ୍ଭେ ବାୟୁ ରୂପକ ପକ୍ଷ ଦ୍ୱାରା ଆକାଶରେ ଗମନାଗମନ କରୁଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଜଳରାଶି ଉପରେ ଆପଣା କୋଠରିର କଡ଼ିକାଠ ପକାଇଅଛ; ତୁମ୍ଭେ ମେଘମାଳକୁ ଆପଣା ରଥ କରିଥାଅ; ତୁମ୍ଭେ ବାୟୁର ପକ୍ଷ ଉପରେ ଗମନାଗମନ କରୁଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଜଳରାଶି ଉପରେ ଆପଣା କୋଠରିର କଡ଼ିକାଷ୍ଠ ପକାଇଅଛ; ତୁମ୍ଭେ ମେଘମାଳକୁ ଆପଣା ରଥ କରିଥାଅ; ତୁମ୍ଭେ ବାୟୁର ପକ୍ଷ ଉପରେ ଗମନାଗମନ କରୁଅଛ।