Psalms 104:31 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କର ମହିମା ଅନନ୍ତକାଳ ଥାଉ!ସଦାପ୍ରଭୁ ଆପଣା ଦୃଷ୍ଟିରେ ଆନନ୍ଦିତ ହୁଅନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ଗୌରବ ଅନନ୍ତକାଳ ଥାଉ; ସଦାପ୍ରଭୁ ଆପଣା କାର୍ଯ୍ୟସକଳରେ ଆନନ୍ଦ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ମହିମା ଅନନ୍ତକାଳ ଥାଉ! ସଦାପ୍ରଭୁ ଆପଣା ଦୃଷ୍ଟିରେ ଆନନ୍ଦିତ ହୁଅନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ଗୌରବ ଅନନ୍ତକାଳ ଥାଉ; ସଦାପ୍ରଭୁ ଆପଣା କାର୍ଯ୍ୟସକଳରେ ଆନନ୍ଦ କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ଗୌରବ ଅନନ୍ତକାଳ ଥାଉ; ସଦାପ୍ରଭୁ ଆପଣା କାର୍ଯ୍ୟସକଳରେ ଆନନ୍ଦ କରନ୍ତୁ।