Psalms 104:32 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ପୃଥିବୀକୁ ଚାହିଁଲେ ପୃଥିବୀ କମ୍ପିତ ହୁଏ। ସେ ପର୍ବତକୁ ସ୍ପର୍ଶକଲେ ସେଥିରୁ ଧୂଆଁ ନିର୍ଗତ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ପୃଥିବୀକି ଅନାଇଲେ, ତାହା କମ୍ପିତ ହୁଏ, ସେ ପର୍ବତଗଣକୁ ଛୁଇଁଲେ, ସେମାନେ ଧୂମ ଉଦ୍ଗାର କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ପୃଥିବୀକୁ ଗ୍ଭହିଁଲେ ପୃଥିବୀ କମ୍ପିତ ହୁଏ। ସେ ପର୍ବତକୁ ସ୍ପର୍ଶକଲେ ସେଥିରୁ ଧୂଆଁ ନିର୍ଗତ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ପୃଥିବୀକୁ ଅନାଇଲେ, ତାହା କମ୍ପିତ ହୁଏ, ସେ ପର୍ବତଗଣକୁ ଛୁଇଁଲେ, ସେମାନେ ଧୂମ ଉଦ୍ଗାର କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ପୃଥିବୀକୁ ଅନାଇଲେ, ତାହା କମ୍ପିତ ହୁଏ, ସେ ପର୍ବତଗଣକୁ ଛୁଇଁଲେ, ସେମାନେ ଧୂମ ଉଦ୍ଗାର କରନ୍ତି।